ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସାଉଥ ସୁପର ଷ୍ଟାର ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ଜାମିନ ମିଳିଛି | ଆଜି ହାଇଦ୍ରାବାଦ ନାମପଲ୍ଲି କୋର୍ଟ ଅର୍ଜୁନଙ୍କୁ ନିୟମିତ ଜାମିନ ପ୍ରଦାନକରିଛନ୍ତି। ଡିସେମ୍ବର ୪ରେ ଅଲ୍ଲୁ ଅର୍ଜୁନଙ୍କ ପୁଷ୍ପା-୨ ଫିଲ୍ମର ପ୍ରିମିୟର ଶୋ’ ବେଳେ ଏହି ଅଘଟଣ ଘଟିଥିଲା। ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବାବେଳେ ତାଙ୍କ ନାବାଳକ ପୁଅ ଗୁରୁତର ଭାବେ ଆହତ ହୋଇ ଚିକିତ୍ସାଧୀନ ଅଛନ୍ତି | ଏହି କ୍ରମରେ ‘ପୁଷ୍ପାରାଜ’ଙ୍କ ନାଁରେ ମାମଲା ରୁଜୁ କରି ତାଙ୍କୁ ଡିସେମ୍ବର ୧୩ ତାରିଖ ଦିନ ଗିରଫ କରିଥିଲା ହାଇଦ୍ରାବାଦ ପୋଲିସ ।






More Stories
କାର୍ଯ୍ୟକାରୀ ହେଲା ୪ ଶ୍ରମ ଆଇନ…..
୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତିଶ କୁମାର…..
ଆଜି ଜନ୍ମମାଟିରେ ହେବ ହ୍ୟୁମାନଙ୍କ ଶେଷକୃତ୍ୟ……