Report Card Odisha

| Daily Odia News

ପୁଣି ଆମ ବସ୍‌ ନେଲା ଜୀବନ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଭୁବନେଶ୍ୱର ରୁପାଲି ଛକ ଟ୍ରାଫିକ୍‌ ଉପରେ ଶନିବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ ଅଟୋ ପଛରୁ ପିଟିଲା ଆମ ବସ୍‌। ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଛି । ଜଣେ ଗୁରୁତର ହୋଛନ୍ତି । ମୃତକ ଗୁରୁତରଙ୍କ ପରିଚୟ ମିଳିପାରି ନାହିଁ। ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଯାଇଛି। ସ୍ଥିତି ନିୟନ୍ତ୍ରଣ ପାଇଁ ଡିସିପି ଘଟଣାସ୍ଥଳରେ ପହଞ୍ଚିଛନ୍ତି।

Breaking News