ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ରୁପାଲି ଛକ ଟ୍ରାଫିକ୍ ଉପରେ ଶନିବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ ଅଟୋ ପଛରୁ ପିଟିଲା ଆମ ବସ୍। ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଛି । ଜଣେ ଗୁରୁତର ହୋଛନ୍ତି । ମୃତକ ଗୁରୁତରଙ୍କ ପରିଚୟ ମିଳିପାରି ନାହିଁ। ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଯାଇଛି। ସ୍ଥିତି ନିୟନ୍ତ୍ରଣ ପାଇଁ ଡିସିପି ଘଟଣାସ୍ଥଳରେ ପହଞ୍ଚିଛନ୍ତି।
More Stories
ଆଶୁତୋଷ ପରିଡ଼ାଙ୍କୁ ଶାରଳା ପୁରସ୍କାର…..
ଓଡ଼ିଶାକୁ ୭,୨୨୧ କୋଟି ମଞ୍ଜୁରୀ…..
ବୈଷୟିକ ଶିକ୍ଷାରେ ଲାଗୁ ହେବ ଜାତୀୟ ଶିକ୍ଷାନୀତି…..