ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଦଳିବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ଯୋଜନାର ନାମ । ନୂଆ ନାମ ହେବ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। ମନ୍ତ୍ରୀ କହିଛନ୍ତି, ଯୋଜନାର ନାମ ପରିବର୍ତ୍ତନ ନେଇ ରାଜ୍ୟ ସରକାର ୨ ଦିନ ଭିତରେ ଗାଇଡଲାଇନ୍ ଆଣୁଛନ୍ତି । ଏହାପରେ ପଲ୍ଲୀସଭାକୁ ଗୁରୁତ୍ୱ ଦିଆଯିବ। ପଞ୍ଚାୟତ ପ୍ରତିନିଧିମାନଙ୍କୁ କ୍ଷମତା ଦିଆଯିବ । ଲୋକଙ୍କ ପ୍ରସ୍ତାବ ଅନୁସାରେ ଗ୍ରାମର ବିକାଶ କରାଯିବ ବୋଲି ସେ କହିଛନ୍ତି ।






More Stories
ମେ’ ରେ ମାଟ୍ରିକ୍ ରେଜଲ୍ଟ…..
କଂଗ୍ରେସ ନେତାଙ୍କୁ ଦିଲ୍ଲୀ ଡାକରା…..
ଜିଲ୍ଲା ଯୋଜନା ବୋର୍ଡ ପାଇଁ ଅଧ୍ୟକ୍ଷ ନିଯୁକ୍ତ…..