ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜାମ୍ମୁ-କାଶ୍ମୀରରେ ପ୍ରବଳ ବର୍ଷା ଯୋଗୁଁ ଅମରନାଥ ଯାତ୍ରାକୁ ଆସନ୍ତା ୩ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଅମରନାଥ ଗୁମ୍ଫାକୁ ସଂଯୋଗ କରୁଥିବା ଉଭୟ ପହଲଗାଓଁ ଓ ବାଲତାଲ ରାସ୍ତା କ୍ଷତିଗ୍ରସ୍ତ ହୋଇଛି। ମରାମତି ପାଇଁ ଦୁଇଦିନ ସମୟ ଲାଗିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ସକାଳୁ କୌଣସି ଶ୍ରଦ୍ଧାଳୁଙ୍କୁ ଯାତ୍ରା ଅନୁମତି ପ୍ରଦାନ କରାଯାଇନାହିଁ। ଇତିମଧ୍ୟରେ ଚାରି ଲକ୍ଷରୁ ଅଧିକ ଶ୍ରଦ୍ଧାଳୁ ଅମରନାଥ ଗୁମ୍ପାସ୍ଥିତ ବରଫ ଲିଙ୍ଗ ଦର୍ଶନ କରିସାରିଲେଣି।






More Stories
ମୋଦିଙ୍କ ୩.୦ କ୍ୟାବିନେଟରେ ହୋଇପାରେ ବଡ଼ ଅଦଳବଦଳ!…..
ନେପାଳ ବନ୍ୟା;ମାଟିତଳୁ ଜୀବନ ଖୋଜା…..
ବିମାନ ଦୁର୍ଘଟଣାଗ୍ରସ୍ତ: ୨ ପାଇଲଟ ମୃତ…..