ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେପିର ମହା ଜନସଂପର୍କ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଏନେଇ ଆଜି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛି । ସେ କହିଛନ୍ତି, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଜୁନ୍ ୨୨ ତାରିଖରେ ଓଡ଼ିଶା ଆସିବେ। ସେହିପରି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଜୁନ ୧୭ ତାରିଖରେ ଓଡ଼ିଶା ଆସିବେ। ବିଜେପିର ମହା ଜନସଂପର୍କ କାର୍ଯ୍ୟକ୍ରମରେ ଯୋଗ ଦେବାକୁ କେନ୍ଦ୍ରମନ୍ତ୍ରୀ ମନ୍ତ୍ରୀମାନେ ୬ ତାରିଖରୁ ଓଡ଼ିଶା ଆସିବା ଆରମ୍ଭ କରିବେ। ୬ ତାରିଖରେ କେନ୍ଦ୍ର ମନ୍ତ୍ରୀ ଅଜୁର୍ନ ମୁଣ୍ଡା ଓଡ଼ିଶା ଆସିବେ।






More Stories
ମୋଦୀଙ୍କ ହାତରେ ଦେଶ ଆଜି ସୁରକ୍ଷିତ…..
ମଧୁ ବାବୁ ପେନ୍ସନ୍ ଯୋଜନାର ଆବେଦନ ଯାଞ୍ଚ ପାଇଁ ନିର୍ଦ୍ଦେଶ…..
ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ୱ……