Report Card Odisha

| Daily Odia News

ଓଡିଶା ଆସିବେ ଅମିତ ଶାହ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆସନ୍ତା ୨୬ ତାରିଖ ଦିନ ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ବିଜେପି ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଭଦ୍ରକରେ ଲୋକସଭା ପ୍ରବାସ କାର୍ଯ୍ୟକ୍ରମରେ ଯୋଗଦେବେ ଅମିତ ଶାହ । ସେଠାରେ ତୃଣମଳ ସ୍ତରର କାର୍ଯ୍ୟକର୍ତ୍ତାଙ୍କୁ ଉଦବୋଧନ ଦେବେ ।ସାଧାରଣଲୋକଙ୍କ ଦଳ ସହିତ କିପରି ଯୋଡିବେ । ସେନେଇ କର୍ମୀଙ୍କୁ ଗୁରୁମନ୍ତ୍ର ମଧ୍ୟ ଦେବେ ।

Breaking News