ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୨୬ ତାରିଖ ଦିନ ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ବିଜେପି ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଭଦ୍ରକରେ ଲୋକସଭା ପ୍ରବାସ କାର୍ଯ୍ୟକ୍ରମରେ ଯୋଗଦେବେ ଅମିତ ଶାହ । ସେଠାରେ ତୃଣମଳ ସ୍ତରର କାର୍ଯ୍ୟକର୍ତ୍ତାଙ୍କୁ ଉଦବୋଧନ ଦେବେ ।ସାଧାରଣଲୋକଙ୍କ ଦଳ ସହିତ କିପରି ଯୋଡିବେ । ସେନେଇ କର୍ମୀଙ୍କୁ ଗୁରୁମନ୍ତ୍ର ମଧ୍ୟ ଦେବେ ।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..