Report Card Odisha

| Daily Odia News

ଓଡ଼ିଶା ଆସିବେ ଅମିତ ଶାହ…..

ରିପୋର୍ଟ କାର୍ଡ / ଭୁବନେଶ୍ବର

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ୨୮ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ । ଏହି ଗସ୍ତରେ କିଛି ସରକାରୀ ସହ ଦଳୀୟ କାର୍ଯ୍ୟକ୍ରମ ରହିଛି । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଗୃହମନ୍ତ୍ରୀଙ୍କ ଏହି ଓଡ଼ିଶା ଗସ୍ତକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି ।

Breaking News