ରିପୋର୍ଟ କାର୍ଡ / ଭୁବନେଶ୍ବର
ପଞ୍ଚାୟ ନିର୍ବାଚନ ପୂର୍ବରୁ ରାଜନୈତିକ ଦଳମାନଙ୍କ ସହ ବୈଠକ କରିବେ ନିର୍ବାଚନ କମିଶନ । ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ବିଚାରବିମର୍ଷ କରିବାକୁ ଏହି ବୈଠକ ଆହ୍ୱାନ କରାଯାଇଛି । ଏନେଇ ଆସନ୍ତା ୧୦ ତାରିଖ ପୂର୍ବାହ୍ନ ସାଢ଼େ ୧୧ଟାରେ ସର୍ବଦଳୀୟ ବୈଠକ ବସିବା ବୋଲି ସୂଚନା ମିଳିଛି ।
More Stories
CMOରୁ ଫାଇଲ୍ ଗାଏବ ମାମଲା; ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ କିରାଣି ଘରେ ଚଢ଼ଉ…..
ସୌମ୍ୟ ହତ୍ୟା ଘଟଣା ; ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ…..
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……