ରିପୋର୍ଟ କାର୍ଡ / ଭୁବନେଶ୍ବର
ପଞ୍ଚାୟ ନିର୍ବାଚନ ପୂର୍ବରୁ ରାଜନୈତିକ ଦଳମାନଙ୍କ ସହ ବୈଠକ କରିବେ ନିର୍ବାଚନ କମିଶନ । ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ବିଚାରବିମର୍ଷ କରିବାକୁ ଏହି ବୈଠକ ଆହ୍ୱାନ କରାଯାଇଛି । ଏନେଇ ଆସନ୍ତା ୧୦ ତାରିଖ ପୂର୍ବାହ୍ନ ସାଢ଼େ ୧୧ଟାରେ ସର୍ବଦଳୀୟ ବୈଠକ ବସିବା ବୋଲି ସୂଚନା ମିଳିଛି ।
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..