ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭାରତୀୟ ଅଡିଟ ଓ ଏକାଉଣ୍ଟସ ସେବାର ବରିଷ୍ଠ ଅଧିକାରୀ ତଥା ଓଡ଼ିଶାର ପ୍ରଧାନ ମହାଲେଖାକାର ଅନନ୍ତ କିଶୋର ବେହେରାଙ୍କ ପରଲୋକ ହୋଇଛି | ଶନିବାର ରାତିରେ ଭୁବନେଶ୍ୱର ଏମ୍ସରେ ସେ ଶେଷନିଶ୍ୱାସ ତ୍ୟାଗକରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୫୨ ବର୍ଷ ହୋଇଥିଲା। ସେ ଫୁସ୍ଫୁସ୍ ଜନିତ ରୋଗରେ ପୀଡ଼ିତ ଥିଲେ | ଅନନ୍ତ କିଶୋର ବେହେରା କଟକ ଜିଲ୍ଲା ମାହାଙ୍ଗା ନିକଟବର୍ତ୍ତୀ କୁଆଁପାଳ କୁହୁଣ୍ଡା ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ।






More Stories
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା…..
ସ୍ୱନକ୍ଷତ୍ର ଉତ୍ସବରେ ୬୬୨ବର୍ଗ କଲେଜ ସଂଘର ଶପଥ……
ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ ସୂଚନା…..