ରିପୋର୍ଟ କାର୍ଡ / କଟକ
ଚୌଦ୍ଵାର ଟାଙ୍ଗୀ ଛକରେ ତୈଳ ଟ୍ୟାଙ୍କରକୁ ଧକ୍କା ଦେଲା ଆମବସ୍। ଦୁର୍ଘଟଣାରେ ଡ୍ରାଇଭର ସହ ୧୫ରୁ ଊର୍ଦ୍ଧ୍ଵ ଆହତ ହୋଇଛନ୍ତି। ଆହତମାନଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଧକ୍କାରେ ବସର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ବସଟି କଟକରୁ ଟାଙ୍ଗୀ ଯାଉଥିବାବେଳେ ଦୁର୍ଘଟଣା ଘଟିଥିଲା।
More Stories
ବନ୍ୟା ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..
ବ୍ୟବସାୟୀଙ୍କୁ ଅପହରଣ ଘଟଣା:୫୦ ଲକ୍ଷ ପାଇଁ ହୋଇଥିଲା ଷଡ଼ଯନ୍ତ୍ର……
ବ୍ୟବସାୟୀ ଅପହରଣ ମାମଲା: ପୋଲିସ-ସାମ୍ବାଦିକ ଗିରଫ…..