ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୁଣି ଦୁର୍ଘଟଣା ଘଟାଇଛି ଆରମ ବସ୍ । ରାଧାନୀରେ ଗୋଟିଏ ପରେ ଗୋଟିଏ ଦୁର୍ଘଟଣା ଘଟାଇବାରେ ଲାଗିଛି ଏହି ଆମ ବସ୍ । ଫଳରେ ଲୋକମାନେ ଏଥିରେ ଯାତ୍ରା କରିବାକୁ ଭୟ କରିଲେଣି । ଆଜି ପାତ୍ରପଡାରେ ସ୍କୁଟିକୁ ଧକ୍କା ଦେଇଛି ଆମ ବସ୍ । ଫଳରେ ସ୍କୁଟି ଚାଳକ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛି । ସକାଳୁ ଡିପୋରୁ ବାହାରି ଡୁମଡୁମା ଅଭିମୁଖେ ଯିବାବେଳେ ଦୁର୍ଘଟଣା ଘଟାଇଛି ଆମ ବସ୍ ।






More Stories
IAS ସ୍ତରରେ ଅଦଳବଦଳ…..
ସାମିଲ ହେବେ ଯୁବ ଓ କଟିଥିବା ଭୋଟର…..
ଝଡବର୍ଷା ସମ୍ଭାବନା…..