ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପ୍ରୟାଗରାଜ ମହାକୁମ୍ଭରେ ପୁଣି ଥରେ ଏକ ଅଘଟଣ ଘଟିଛି। ଶୁକ୍ରବାର ପୂର୍ବାହ୍ନରେ ଏଠାରେ ସେକ୍ଟର-୧୮ର ଶଙ୍କରାଚାର୍ଯ୍ୟ ମାର୍ଗରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ନେଇ ଖବର ପାଇବା ପରେ ଅଗ୍ନିଶମ କର୍ମଚାରୀ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ନିଆଁ ଲିଭା କାର୍ଯ୍ୟ ଆରମ୍ଭ କରିଛନ୍ତି । ତେବେ ଟେଣ୍ଟରେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି । କେତେ ପରିମାଣରେ କ୍ଷୟକ୍ଷତି ହୋଇଛି ସେନେଇ କୌଣସି ସୂଚନା ଏଯାଏଁ ମିଳିନାହିଁ।






More Stories
କ୍ଷମା ମାଗିଲେ ଦୁବେ:ବିଜୁବାବୁ ଷ୍ଟେଟସ୍ ମ୍ୟାନ୍ ଥିଲେ…..
ଭୟଙ୍କର ବିମାନ ଦୁର୍ଘଟଣା,୨୯ ମୃତ…..
ଆଜିଠାରୁ ଜନଗଣନା…..