ରାଜ୍ୟ ପୁଣି SCB ମେଡିକାଲରେ ଅଘଟଣ: ଜଳିଲା…. Report Card Bureau March 18, 2026 1 min read ରିପୋର୍ଟ କାର୍ଡ / କଟକପୁଣି SCB ମେଡିକାଲରେ ଅଘଟଣ। ଶର୍ଟସର୍କିଟରୁ ନନ ଟ୍ରମା କେୟାରରେ ଏକ ଇଲେକ୍ଟ୍ରି ବୋର୍ଡ ଜଳିଯାଇଛି। କିଛି ଅଘଟଣ ପୂର୍ବରୁ ଅଗ୍ନିଶମ କର୍ମଚାରୀ ଆୟତ୍ତ କରିଛନ୍ତି। ତେବେ ଅଘଟଣରୁ ଅଳ୍ପକେ ବର୍ତ୍ତିଲା SCB ମେଡିକାଲ। ନନ ଟ୍ରମା କେୟାରରେ ଶତାଧିକ ରୋଗୀ ଚିକିତ୍ସିତ ହେଉଛନ୍ତି।Post navigationPrevious ରାଜନୀତିରେ କେବେ ପୂର୍ଣ୍ଣଚ୍ଛେଦ ପଡ଼ିନଥାଏ…..Next ସ୍ବତନ୍ତ୍ର ଶାସନ ସଚିବ ବୁଝିବେ…..Leave a Reply Cancel replyYour email address will not be published. Required fields are marked *Comment *Name * Email * Website Save my name, email, and website in this browser for the next time I comment. More Stories 1 min read ରାଜ୍ୟ ଆଶୁତୋଷ ପରିଡ଼ାଙ୍କୁ ଶାରଳା ପୁରସ୍କାର….. August 19, 2026 Report Card Bureau 1 min read ରାଜ୍ୟ ଓଡ଼ିଶାକୁ ୭,୨୨୧ କୋଟି ମଞ୍ଜୁରୀ….. August 19, 2026 Report Card Bureau 1 min read ରାଜ୍ୟ ବୈଷୟିକ ଶିକ୍ଷାରେ ଲାଗୁ ହେବ ଜାତୀୟ ଶିକ୍ଷାନୀତି….. August 19, 2026 Report Card Bureau
More Stories
ଆଶୁତୋଷ ପରିଡ଼ାଙ୍କୁ ଶାରଳା ପୁରସ୍କାର…..
ଓଡ଼ିଶାକୁ ୭,୨୨୧ କୋଟି ମଞ୍ଜୁରୀ…..
ବୈଷୟିକ ଶିକ୍ଷାରେ ଲାଗୁ ହେବ ଜାତୀୟ ଶିକ୍ଷାନୀତି…..