ରିପୋର୍ଟ କାର୍ଡ / ପାରାଦୀପ
ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳ ମଧ୍ୟରେ ଜଣେ ରୁଷୀୟ ଇଞ୍ଜିନିୟରଙ୍କର ମୃତ୍ୟୁ ହୋଇଛି। ଏହାକୁ ଏକ ଅସ୍ବାଭାବିକ ମୃତ୍ୟୁ ବୋଲି କୁହାଯାଉଛି। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ମୃତ ଇଞ୍ଜିନିୟର ଅଲଦାନା ଭେସେଲରେ ପାରାଦୀପ ଆସିଥିଲେ। ମୃତ ରୁଷୀୟ ଇଞ୍ଜିନିୟର ହେଉଛନ୍ତି ମିଲ୍ ୟାକୁବ ସର୍ଜଇ। ବିଳମ୍ବିତ ରାତ୍ରିରେ ତାଙ୍କର ମୃତ୍ୟୁ ହୋଇଥିବାର ସୂଚନା ରହିଛି। ଉଲ୍ଲେଖଯୋଗ୍ୟ, ରାୟଗଡ଼ାରେ ପୂର୍ବରୁ ଦୁଇଜଣ ରୁଷୀୟ ନାଗରିକଙ୍କ ମୃତ୍ୟୁ ଘଟିଥିଲା, ଯାହା କେବଳ ରାଜ୍ୟରେ ନୁହେଁ, ବରଂ ଜାତୀୟ ସ୍ତରରେ ପହଂଚିଛି |
More Stories
ମାନ୍ନାପୁରମ୍ ରୁ ଲୁଟ୍ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ…..
ତୁମ ବାପା ମୋ ସହ କାମ କରିଛନ୍ତି,ଚୁପ୍ ହୋଇ ନିଜ ଜାଗାରେ ବସ….
କୁଆଖାଇ ନଦୀରେ ବୁଡି ୨ ଛାତ୍ରଙ୍କ ମୃତ୍ୟୁ…..