ରିପୋର୍ଟ କାର୍ଡ / ପାରାଦୀପ
ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳ ମଧ୍ୟରେ ଜଣେ ରୁଷୀୟ ଇଞ୍ଜିନିୟରଙ୍କର ମୃତ୍ୟୁ ହୋଇଛି। ଏହାକୁ ଏକ ଅସ୍ବାଭାବିକ ମୃତ୍ୟୁ ବୋଲି କୁହାଯାଉଛି। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ମୃତ ଇଞ୍ଜିନିୟର ଅଲଦାନା ଭେସେଲରେ ପାରାଦୀପ ଆସିଥିଲେ। ମୃତ ରୁଷୀୟ ଇଞ୍ଜିନିୟର ହେଉଛନ୍ତି ମିଲ୍ ୟାକୁବ ସର୍ଜଇ। ବିଳମ୍ବିତ ରାତ୍ରିରେ ତାଙ୍କର ମୃତ୍ୟୁ ହୋଇଥିବାର ସୂଚନା ରହିଛି। ଉଲ୍ଲେଖଯୋଗ୍ୟ, ରାୟଗଡ଼ାରେ ପୂର୍ବରୁ ଦୁଇଜଣ ରୁଷୀୟ ନାଗରିକଙ୍କ ମୃତ୍ୟୁ ଘଟିଥିଲା, ଯାହା କେବଳ ରାଜ୍ୟରେ ନୁହେଁ, ବରଂ ଜାତୀୟ ସ୍ତରରେ ପହଂଚିଛି |






More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….