ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଜି ରାଜ୍ୟରେ ୩୨୫ ଜଣ ସ୍ନାତକୋତ୍ତର ଶିକ୍ଷକ ନୂଆ ନିଯୁକ୍ତି ପାଇବେ। ଲୋକସେବା ଭବନ ପ୍ରେକ୍ଷାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନବନିଯୁକ୍ତ ଶିକ୍ଷକଙ୍କୁ ଦିଗଦର୍ଶନ ପ୍ରଦାନ କରିବେ। ଏଥି ସହିତ ଦ୍ବାଦଶ ଶ୍ରେଣୀରେ ଯେଉଁ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀ ଅଧିକ ନମ୍ବର ରଖିଥିବେ ସେମାନଙ୍କୁ ସମ୍ବର୍ଦ୍ଧନା ଦିଆଯିବ।
More Stories
ଆଉ ଖୋଲାରେ ମିଳିବନି ଗ୍ୟାସ୍……
ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ: SC-ST-OBC ଙ୍କୁ ମିଳିବ…..
ସଚିବସ୍ତରୀୟ ବୈଠକ ଅନୁଷ୍ଠିତ:ଏକୀକୃତ ବ୍ୟବସ୍ଥାକୁ ଆଣିବାକୁ ପରାମର୍ଶ….