ରିପୋର୍ଟ କାର୍ଡ / ଭୁବନେଶ୍ବର
ଶ୍ରୀକାନ୍ତ ତରେଇ ହେଲେ ମାଧ୍ୟମିକ ଶିକ୍ଷା ପରିଷଦର ନୂଆ ସଭାପତି । ରବିବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଏଏସ ଅଧିକାରୀ ଶ୍ରୀକାନ୍ତ ତରେଇ ପୂର୍ବରୁ ରାଜସ୍ୱ ବିଭାଗର ସ୍ୱତନ୍ତ୍ର ସଚିବ ଥିଲେ। ସୂଚନାଯୋଗ୍ୟ, ଆସନ୍ତା ଫେବ୍ରୁଆରୀ ୨୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ ଏବଂ ଏହା ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଚାଲିବ।






More Stories
ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ…..
କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ…..
ମା’ଙ୍କୁ ମାରି ପ୍ଲାଷ୍ଟର କରିଦେଲା ପୁଅ !…..