ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠୁ ପୁଣି ରିମାଣ୍ଡରେ ଯିବେ ଜଗବନ୍ଧୁ ଚାନ୍ଦ। ଇଡି ତାଙ୍କୁ ୪ ଦିନିଆ ରିମାଣ୍ଡରେ ନେବ । ଗତକାଲି ଜଗବନ୍ଧୁଙ୍କ ୯ ଦିନିଆ ରିମାଣ୍ଡ ଅବଧି ଶେଷ ହୋଇଥିଲା। ପରେ ଇଡି ତାଙ୍କୁ କୋର୍ଟରେ ହାଜର କରି ୫ଦିନିଆ ରିମାଣ୍ଡରେ ନେବାକୁ ଆବେଦନ କରିଥିଲା। ହେଲେ କୋର୍ଟ ୪ ଦିନ ରିମାଣ୍ଡ ପାଇଁ ଅନୁମତି ଦେଇଥିଲେ।
More Stories
୧୫୦ଟି ନୂଆ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ…..
ସିରିଆ ଉପରେ ଆମେରିକାର ଆକ୍ରମଣ:ଆତଙ୍କବାଦୀଙ୍କ ମୃତ୍ୟୁ……
ଏକାଠି ଚା ପିଇଲେ ଶାସକ-ବିରୋଧୀ…..