ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠୁ ପୁଣି ରିମାଣ୍ଡରେ ଯିବେ ଜଗବନ୍ଧୁ ଚାନ୍ଦ। ଇଡି ତାଙ୍କୁ ୪ ଦିନିଆ ରିମାଣ୍ଡରେ ନେବ । ଗତକାଲି ଜଗବନ୍ଧୁଙ୍କ ୯ ଦିନିଆ ରିମାଣ୍ଡ ଅବଧି ଶେଷ ହୋଇଥିଲା। ପରେ ଇଡି ତାଙ୍କୁ କୋର୍ଟରେ ହାଜର କରି ୫ଦିନିଆ ରିମାଣ୍ଡରେ ନେବାକୁ ଆବେଦନ କରିଥିଲା। ହେଲେ କୋର୍ଟ ୪ ଦିନ ରିମାଣ୍ଡ ପାଇଁ ଅନୁମତି ଦେଇଥିଲେ।
More Stories
ହୀରାକୁଦରେ ହେବ ବିଶ୍ବସ୍ତରୀୟ ଖଣି ସଂଗ୍ରହାଳୟ…..
ବିଜେପି ତାଲିକାରେ ଆପ୍ର ୭ ସାଂସଦ…..
ଜନଗଣନା କର୍ମଚାରୀଙ୍କ ସୁରକ୍ଷା ପାଇଁ ଏସ୍ଓପି…..