ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅର୍ଚ୍ଚନା ନାଗଙ୍କ ଜାମିନ ଆବେଦନ ପ୍ରସଙ୍ଗରେ କମିଶନରେଟ୍ ପୋଲିସ କୁ କେସ୍ ଡାଏରୀ ମାଗିଲେ ଓଡିଶା ହାଇକୋର୍ଟ। ଏହି କେସ୍ ଡାଏରୀକୁ ଅନୁଧ୍ୟାନ କରିବା ପରେ ଯାହା କିଛି ନିଷ୍ପତ୍ତି ହାଇକୋର୍ଟ ନେଇପାରନ୍ତି। ନୟାପଲ୍ଲୀ ଥାନାରେ ରୁଜୁ ହୋଇଥିବା ମାମଲାରେ ଜାମିନ ପାଇଁ ହାଇକୋର୍ଟରେ ଦ୍ୱାରସ୍ଥ ହୋଇଛି ଅର୍ଚ୍ଚନା। ସେଥିପାଇଁ କେସ୍ ଡାଏରୀ ଦାଖଲ ପାଇଁ ପୋଲିସକୁ ହାଇକୋର୍ଟ କହିଛନ୍ତି।






More Stories
ପୁଣି ଲଘୁଚାପ ସମ୍ଭାବନା…..
ମିଛ ଲୁଟ୍ ନାଟକର ପର୍ଦ୍ଦାଫାସ,୪ ଗିରଫ……
୧୦ ଜିଲ୍ଲାରେ ହେବ ନିଯୁକ୍ତି……