ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅର୍ଚ୍ଚନା ନାଗଙ୍କ ଘରେ ପଶି ଆଟାଚ କଲା ଇଡି। ସତ୍ୟବିହାର ସ୍ଥିତ G+2 ବିଲ୍ଡିଂ ସହ ଆସବାବପତ୍ର ଆଟାଚ କରଥିବା ସୂଚନା ମିଳିଛି। ମନି ଲଣ୍ଡରିଂ ଆକ୍ଟ ୨୦୦୨ ଅଧୀନରେ ଘର ଆଟାଚ ହୋଇଛି। ୨୦୨୨ ଅର୍ଥ କାରବାର ମାମଲାରେ ସମ୍ପୃକ୍ତି ନେଇ ଏହି ଆକ୍ସନ ନିଆଯାଇଛି। ପୂର୍ବରୁ ଘର ଛାଡ଼ିବା ପାଇଁ ନିର୍ଦ୍ଦେଶ ଦେଇଥିଲା ଇଡି।
More Stories
୧୫୦ଟି ନୂଆ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ…..
ସିରିଆ ଉପରେ ଆମେରିକାର ଆକ୍ରମଣ:ଆତଙ୍କବାଦୀଙ୍କ ମୃତ୍ୟୁ……
ଏକାଠି ଚା ପିଇଲେ ଶାସକ-ବିରୋଧୀ…..