ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅର୍ଚ୍ଚନା ନାଗଙ୍କ ଘରେ ପଶି ଆଟାଚ କଲା ଇଡି। ସତ୍ୟବିହାର ସ୍ଥିତ G+2 ବିଲ୍ଡିଂ ସହ ଆସବାବପତ୍ର ଆଟାଚ କରଥିବା ସୂଚନା ମିଳିଛି। ମନି ଲଣ୍ଡରିଂ ଆକ୍ଟ ୨୦୦୨ ଅଧୀନରେ ଘର ଆଟାଚ ହୋଇଛି। ୨୦୨୨ ଅର୍ଥ କାରବାର ମାମଲାରେ ସମ୍ପୃକ୍ତି ନେଇ ଏହି ଆକ୍ସନ ନିଆଯାଇଛି। ପୂର୍ବରୁ ଘର ଛାଡ଼ିବା ପାଇଁ ନିର୍ଦ୍ଦେଶ ଦେଇଥିଲା ଇଡି।
More Stories
ନାବାଳକଙ୍କୁ ହତ୍ୟା କଲା ନାବାଳକ…..
୨୨ରୁ ବିଧାନସଭା ଅଧିବେଶନ…….
ଜାତୀୟ ଢାଞ୍ଚାରେ ସୁଦୃଢ଼ ହେବ ରାଜ୍ୟର ବିପର୍ଯ୍ୟୟ ମୁକାବିଲା ବାହିନୀ…..