ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି ଅଭିନେତା ଅରିନ୍ଦମ ରାୟ। ସେ ହେଉଛନ୍ତି ବିଜେଡି ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ ଙ୍କ ଭିଣୋଇ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ପ୍ରତି ଆସ୍ଥା ପ୍ରକଟ କରି ସେ ବିଜେପିରେ ଯୋଗ ଦେଇଥିବା କହିଛନ୍ତି। ଶୁକ୍ରବାର ଅରିନ୍ଦମ ବିଜେଡିରୁ ଇସ୍ତଫା ଦେବାର କିଛି ସମୟ ପରେ ଭୁବନେଶ୍ୱର ସ୍ଥିତି ରାଜ୍ୟ ବିଜେପି ମୁଖ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ସେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଦଳରେ ଯୋଗ ଦେଇଥିଲେ।






More Stories
ଅଥର୍ବ ବେଦରେ ଲୋକଙ୍କ ହିତ ପାଇଁ ମନ୍ତ୍ର ଚିକିତ୍ସା ଆଲୋଚନା…..
ପ୍ଲାଟିନମ୍ ଉପାଦାନ ଉତ୍ତୋଳନ ସଫଳ…..
ତରଭୁଜ ନେଲା ଜୀବନ,୩ ଅସୁସ୍ଥ…..