ରିପୋର୍ଟ କାର୍ଡ / ଭୁବନେଶ୍ୱର
IPS ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶାର ଡିଜିପି ଭାବେ ଦାୟିତ୍ୱ ମିଳିଛି | ନିୟମିତ DGP ନିଯୁକ୍ତି ପର୍ଯ୍ୟନ୍ତ ଅରୁଣ ଷଡ଼ଙ୍ଗୀ ଦାୟିତ୍ୱ ସମ୍ଭାଳିବେ | ଏନେଇ ଆଜି ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି | ୧୯୯୦ ବ୍ୟାଚ୍ର ଆଇପିଏସ ଅଫିସର ଅରୁଣ ଷଡ଼ଙ୍ଗୀ ଏବେ BPSPAର ନିର୍ଦ୍ଦେଶକ ରହିଛନ୍ତି। ତେଣୁ ବିପିଏସପିଏ ନିର୍ଦ୍ଦେଶ ସହ ସେ ପୁଲିସ୍ ବିଭାଗର ମୁଖ୍ୟ ଭାବେ କାମ କରିବେ।






More Stories
ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ…..
କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ…..
ମା’ଙ୍କୁ ମାରି ପ୍ଲାଷ୍ଟର କରିଦେଲା ପୁଅ !…..