ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ପୋଲିସ ଡିଜି ଭାବେ ଦାୟିତ୍ୱ ଆଇପିଏସ୍ ଅରୁଣ ଷଡଙ୍ଗୀ। ରବିବାର ପୋଲିସ ଡିଜି ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ୱ ମିଳିଛି। ଡିଜିପି ସୁନୀଲ ବଂଶଲଙ୍କ କାର୍ଯ୍ୟକାଳ ଗତକାଲି ଶେଷ ହୋଇଛି | ୧୯୯୦ ବ୍ୟାଚ୍ର IPS ଅରୁଣ ଷଡ଼ଙ୍ଗୀଙ୍କୁ ପୋଲିସ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି |
More Stories
କାଳବୈଶାଖୀ ସମ୍ଭାବନା…..
ଇସ୍ତଫା ଦେଲେ ସସ୍ମିତ ପାତ୍ର…..
ଓଏଏସ୍ ସ୍ତରରେ ଅଦଳବଦଳ…..