ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀ ଅବାକାରୀ ନୀତି ଦୁର୍ନୀତି ଘଟଣାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ସମନ କରିଛି। ତାଙ୍କୁ ଗୁରୁବାର ଡ଼ିସେମ୍ବର ୨୧ ଇଡି ମୁଖ୍ୟାଳୟରେ ହାଜର ହେବାକୁ କୁହାଯାଇଛି ।ଏହାପୂର୍ବରୁ ସମାନ ମାମଲାରେ ଇଡି କେଜ୍ରିୱାଲଙ୍କୁ ନଭେମ୍ବର ୨ରେ ହାଜର ହେବାକୁ ସମନ କରିଥିଲେ। କିନ୍ତୁ ସେ ହାଜର ହୋଇ ନଥିଲେ। ହାଜର ହେବା ପରିବର୍ତ୍ତେ ସେ ତାଙ୍କ ଦଳ ଆପ୍ ପାଇଁ ମଧ୍ୟପ୍ରଦେଶରେ ପ୍ରଚାର କରିଥିଲେ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….