ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଜେଲ୍ରେ ରହିବେ। ଇଡିର ରିମାଣ୍ଡ ଅବଧି ଶେଷ ହେବା ପରେ ଆଜି ଦିଲ୍ଲୀର ଏକ କୋର୍ଟ ଅରବିନ୍ଦ କେଜ୍ରିୱାଲଙ୍କୁ ୧୫ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି। ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ କେଜ୍ରିୱାଲ ଜେଲ୍ରେ ରହିବେ | ଦ୍ୱିତୀୟ ପର୍ଯ୍ୟାୟ ରିମାଣ୍ଡ ଅବଧି ଶେଷ ହେବା ପରେ ଆଜି କେଜ୍ରିୱାଲଙ୍କୁ କୋର୍ଟରେ ହାଜର କରିଥିଲା ଇଡି। ଏହା ସହିତ ତାଙ୍କୁ ବିଚାର ବିଭାଗୀୟ ହାଜତରେ ରଖିବା ପାଇଁ କୋର୍ଟଙ୍କ ନିକଟରେ ଆବେଦନ କରିଥିଲା ଇଡି।






More Stories
ଇଣ୍ଡୋନେସିଆରେ ବିଜୁବାବୁଙ୍କୁ ମୋଦୀଙ୍କ ପ୍ରଶଂସା…..
ରନ୍ଓ୍ବେରେ ୨ ବିମାନ ମୁହାଁମୁହିଁ…..
ବଳାତ୍କାର ପରେ ହତ୍ୟା ମାମଲା: ଅଭିଯୁକ୍ତ ଏନକାଉଣ୍ଟରରେ ନିହତ…..