ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦିଲ୍ଲୀ ଅବକାରୀ ନୀତି ଅନିୟମିତତା ମାମଲାରେ ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ପ୍ରବର୍ତ୍ତନ ନିର୍ଦେଶାଳୟରେ ହାଜର ହେବେ। ଏହି ମାମଲାରେ ପୂର୍ବରୁ ସିବିଆଇ କେଜରିୱାଲଙ୍କୁ ଜେରା କରିଥିଲା। ଅବକାରୀ ନୀତି ଅନିୟମିତତାକୁ ନେଇ ସିସୋଦିଆଙ୍କୁ ସିବିଆଇ ଓ ଇଡି ଗିରଫ କରିଥିବା ବେଳେ ଆପ ସାଂସଦ ସଞ୍ଜୟ ସିଂଙ୍କୁ ଇଡି ପୂର୍ବରୁ ଗିରଫ କରିଛି।






More Stories
ତାରିକ ରହମାନଙ୍କ ଶପଥ ଗ୍ରହଣରେ ଯୋଗଦେବେ ଓମ୍ ବିର୍ଲା…..
ଗର୍ଲଫ୍ରେଣ୍ଡକୁ ସୁଟକେଶରେ ପୁରାଇ ଦେଲେ…..
ଆରାବଳୀକୁ କାହାକୁ ଛୁଇଁବାକୁ ଦେବୁ ନାହିଁ……