ରିପୋର୍ଟ କାର୍ଡ / ଭୁବନେଶ୍ୱର
ଗୃହରେ ଆସ୍କା-୪୦ର ଦର ବୃଦ୍ଧି ଦାବି କଲେ ଆସିକା ବିଧାୟକ ସରୋଜ ପାଢ଼ୀ। ବଜାରରେ ସବୁ ଦର ବଢ଼ିବା ସହିତ ଆସିକା ଚିନି କଳ କ୍ଷତି ସହୁଥିଲେ ମଧ୍ୟ ୫ ବର୍ଷ ହେଲା କାହିଁକି ଆସ୍କା-୪୦ଦର ବଢ଼ିନି ବୋଲି ପ୍ରଶ୍ନ କରିଛନ୍ତି ବିଧାୟକ। ଚିନି କଳ ପରିଚାଳନାରେ ଏହା ସମସ୍ୟା ବୋଲି ଦର୍ଶାଇ ପଶ୍ନ କରିଥିଲେ। ତେବେ ଏହାର ଉତ୍ତରରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ କହିଛନ୍ତି, ଓଡ଼ିଶା ରାଜ୍ୟ ପାନୀୟ ନିଗମ ଏହି ଦର ଧାର୍ଯ୍ୟ କରେ।ଏବେ ଏହି ବୋତଲର ଦର ୬୦ ଟଙ୍କା ଥିବା କହିଲେ ସମବାୟ ମନ୍ତ୍ରୀ।





More Stories
ଆସିଲା ନୂଆ ଗାଇଡ୍ଲାଇନ୍…..
ବାଲିଯାତ୍ରାରେ ବନ୍ଦ ରହିବ ସମସ୍ତ ଦୋଳି…..
ଆଜିଠୁ କଟକ ବାଲିଯାତ୍ରା,ଉଦ୍ଘାଟନ କରିବେ ରାଷ୍ଟ୍ରପତି…..