ରିପୋର୍ଟ କାର୍ଡ / ଭୁବନେଶ୍ୱର
କଟକ ମହାନଦୀ ମୁଣ୍ଡଳୀ ବ୍ୟାରେଜରେ ହାତୀ ମୃତ୍ୟୁ ଘଟଣାର ଶବବ୍ୟବଚ୍ଛେଦ ରିପୋର୍ଟ ଆସିଛି । ମାନସିକ ଆଘାତ କାରଣରୁ ହାତୀର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟ ପ୍ରକାଶ ପାଇଛି । ମୃତ୍ୟୁର ୩ ଦିନ ଅର୍ଥାତ ୭୨ ଘଣ୍ଟା ପୂର୍ବରୁ ହାତୀର ମୃତ୍ୟୁ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି | ଏନେଇ ସାଲେପୁର ବ୍ଲକ ପଶୁସମ୍ପଦ ଅଧିକାରୀ ବନବିଭାଗକୁ ରିପୋର୍ଟ ଦେଇଛନ୍ତି । ଉଲ୍ଲେଖ ଯୋଗ୍ୟ – ମହାନଦୀର ମୁଣ୍ଡଳୀ ବ୍ୟାରେଜରେ ସେପ୍ଟେମ୍ବର ୨୪ ତାରିକରେ ଏହି ଅଘଟଣ ଘଟିଥିଲା । ୨୬ ତାରିଖରେ ଦନ୍ତାର ମୃତଦେହ ଯୋବ୍ରା ଆନିକଟ ନିକଟରେ ଠାବ କରାଯାଇଥିଲା । ସେହିପରି ୨୮ ତାରିଖରେ ବ୍ୟବଚ୍ଛେଦ ପାଇଁ ପଠାଇଥିଲେ ।






More Stories
ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ