ରିପୋର୍ଟ କାର୍ଡ / ଭୁବନେଶ୍ବର
ଦ୍ଵିତୀୟ ଦିନରେ ପୁଣି ବିଧାନସଭାରେ ବିରୋଧୀଙ୍କ ହଙ୍ଗାମା । ପ୍ରଥମେ ସାଢେ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରାଯାଇଥିଲା। ବାଚସ୍ପତିଙ୍କ ପୋଡିୟମ୍ ନିକଟରେ କଂଗ୍ରେସ ଓ ବିଜେଡିର ସଦସ୍ୟମାନେ ହୋହଲ୍ଲା କରିଥିଲେ। ଚିକିଟି ମଦମୃତ୍ୟୁର ଆରଡିସି ସ୍ତରୀୟ ତଦନ୍ତ ଦାବି କରିଥିଲା ବିଜେଡି । ଏଣେ ଜନଜାତିଙ୍କ ସୁରକ୍ଷା ଦାବି କରି କଂଗ୍ରେସ ବିଧାୟକମାନେ ପୁଣି ହଟ୍ଟଗୋଳ କରିଥିଲେ। ଏହାଫଳରେ ବାଚସ୍ପତି ସୁରମା ପାଢୀ ବାଧ୍ୟ ହୋଇ ଗୃହକୁ ଅପରାହ୍ଣ ୪ଟା ଯାଏ ମୁଲତବୀ ଘୋଷଣା କରିଛନ୍ତି ।






More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….