ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତାକାଲିଠାରୁ ୧୭ତମ ବିଧାନସଭାର ଚତୁର୍ଥ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୂର ଖୁରାନିଆ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି । ଏହା ସହ ଯେକୌଣସି ପରିସ୍ଥିତର ମୁକାବିଲା କରିବା ନିମନ୍ତେ ସଦାସର୍ବଦା ସତର୍କ ଓ ସଜାଗ ରହିବାକୁ ନିୟୋଜିତ ହୋଇଥିବା ସୁରକ୍ଷା ବାହିନୀକୁ ନିର୍ଦ୍ଦେଶ ଦେଇଛନ୍ତି ।






More Stories
ସାଦା ପୋଷାକରେ ଜଗିବ ପୋଲିସ…..
ଶ୍ରୀମୟୀଙ୍କ ବିସ୍ଫୋରକ ମନ୍ତବ୍ୟ……
୨୪ରେ ରାଜ୍ୟ କ୍ୟାବିନେଟ……