ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତାକାଲିଠାରୁ ୧୭ତମ ବିଧାନସଭାର ଚତୁର୍ଥ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୂର ଖୁରାନିଆ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି । ଏହା ସହ ଯେକୌଣସି ପରିସ୍ଥିତର ମୁକାବିଲା କରିବା ନିମନ୍ତେ ସଦାସର୍ବଦା ସତର୍କ ଓ ସଜାଗ ରହିବାକୁ ନିୟୋଜିତ ହୋଇଥିବା ସୁରକ୍ଷା ବାହିନୀକୁ ନିର୍ଦ୍ଦେଶ ଦେଇଛନ୍ତି ।






More Stories
ଓଡିଶାରେ କରୋନା ଆକ୍ରାନ୍ତ ଚିହ୍ନଟ…..
ଅକ୍ଟୋବରରୁ ନୂଆ ଭୋଟର ତାଲିକା ପ୍ରସ୍ତୁତି…..
ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି…..