ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଗାମୀ ପଞ୍ଚାୟତ ନିର୍ବାଚନରେ ବିଜେଡି ଦେବ ୨୭ ପ୍ରତିଶତ ଓବିସି ପ୍ରାର୍ଥୀ | ବିସିଙ୍କୁ ନେଇ ବଡ଼ କାର୍ଡ଼ ଖେଳିଛି ବିଜୁ ଜନତା ଦଳ । ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ ଅରୁଣ ସାହୁ । ତେବେ ଏନେଇ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଥିବା ଉଭୟ କହିଛନ୍ତି । ପଂଚାୟତ ସହ ପରବର୍ତୀ ନିର୍ବାଚନରେ ବିଜେଡି ୨୭ ପ୍ରତିଶତ ଓବିସି ପ୍ରାର୍ଥୀ ଦେବ । କୋର୍ଟ କଟକଣା, କେନ୍ଦ୍ରୀୟ ଆଇନ ନଥିବାରୁ ରାଜନୈତିକ ନିଷ୍ପତ୍ତି ନିଆଯାଇଛି । ବିଜେପି ଓ ଅନ୍ୟ ଦଳମାନେ ଶିକ୍ଷାଲାଭ କରନ୍ତୁ ବୋଲି କହିଛନ୍ତି ଅରୁଣ ସାହୁ ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..