ରିପୋର୍ଟ କାର୍ଡ / କଟକ
ବଡମ୍ବାର ମା’ ଭଟ୍ଟାରିକାଙ୍କ ମନ୍ଦିର ଛୁଇଁଲା ମହାନଦୀର ବନ୍ୟାଜଳ। ମହାନଦୀର ଉପର ମୁଣ୍ଡରେ ବର୍ଷା ହେଉଥିବାରୁ ମନ୍ଦିରରେ ବନ୍ୟାଜଳ ପ୍ରବେଶ କରିଛି। ଏହି ସମୟରେ ବହୁ ଶ୍ରଦ୍ଧାଳୁ ବନ୍ୟା ଜଳ ଦେଖିବାକୁ ମନ୍ଦିର ବେଢାକୁ ଯାଉଥିବାରୁ ସେଠାରେ ୧୪୪ ଧାରା ଜାରି କରାଯାଇଛି। ଏଥିସହ ମା’ଙ୍କ ମନ୍ଦିର ବେଢାକୁ ସ୍ଥାନୀୟ ଲୋକଙ୍କ ସମେତ ଶ୍ରଦ୍ଧାଳୁଙ୍କ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି। ଏବେ ପ୍ରାୟ ୫ ଫୁଟର ବନ୍ୟା ଜଳ ପ୍ରବାହିତ ହେଉଛି । ମ






More Stories
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..
କଟକରେ ଗାଡି ଜଳିବା ଘଟଣା :ନିଆଁ ଲଗାଇଥିଲେ ମହିଳା…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..