ରିପୋର୍ଟ କାର୍ଡ / କଟକ
ବନ ବିଭାଗ ହେପାଜତ ମାଡରେ ଧନେଶ୍ଵର ବେହେରା ମୃତ୍ୟୁ ଘଟଣାରେ ବଡମ୍ବା ରେଞ୍ଜର ସୁବ୍ରତ ବେହେରା ସମେତ ୬ଜଣ ବନ କର୍ମଚାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଗିରଫ ଅନ୍ୟ କର୍ମଚାରୀମାନେ ହେଲେ ଫରେଷ୍ଟର ମନୋଜ ଦାସ, ଦୀପକ ସେଠୀ, ଫରେଷ୍ଟ ଗାର୍ଡ ସୁନାୟକ ମାଝୀ, କୁନା ବେହେରା ଓ ପ୍ରଭାତ ପ୍ରଧାନ ଗିରଫ। ଏହି ମାମଲାରେ ୨ଟି ବୋଲେରୋ ସହ ମାଡ଼ ମାରିବାରେ ବ୍ୟବହୃତ ୪ଟି ଠେଙ୍ଗା ଜବତ କରାଯାଇଛି। ଆଜି ଏନେଇ ଆଠଗଡ଼ ଏସ୍ଡିପିଓ ବିଜୟ କୁମାର ବିଶି ସୂଚନା ଦେଇଛନ୍ତି।






More Stories
EV କିଣୁଥିବା ଗ୍ରାହକ ଖୁସି!…..
ଏପ୍ରିଲରୁ ନୂଆ ଆୟକର ନିୟମ…..
ଦେଶରେ ସଂସ୍କାର ଏକ୍ସପ୍ରେସ୍ ଆରମ୍ଭ…..