ରିପୋର୍ଟ କାର୍ଡ / ଆଠମଲ୍ଲିକ
ଗତକାଲି ବିଜେଡିରୁ ଇସ୍ତଫା ଦେଇଥିବା ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଆଜି ବିଜେପିରେ ମିଶିଛନ୍ତି। କତଡ଼ା ନିକଟରେ ବିଜେପିର ବୁଥ୍ ସ୍ତରୀୟ କର୍ମଶାଳା ଚାଲିଥିବା ବେଳେ ଶ୍ରୀ ସାଏ ସେଠାରେ ଦଳରେ ସାମିଲ ହୋଇଥିଲେ। କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଆଠମଲ୍ଲିକର ପୂର୍ବତନ ବିଧାୟକ ସଞ୍ଜୀବ ସାହୁ ପ୍ରମୁଖ ତାଙ୍କୁ ଦଳକୁ ସ୍ୱାଗତ କରିଥିଲେ।






More Stories
ଭାରତ ବନ୍ଦରେ ୩୦କୋଟି ଶ୍ରମିକ ସାମିଲ…..
ଭଡ଼ାଘର ଦେବେ ସରକାର…..
୧୯ରୁ ମାଟ୍ରିକ ପରୀକ୍ଷା……