ରିପୋର୍ଟ କାର୍ଡ / ଗଞ୍ଜାମ
ଗଞ୍ଜାମ ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କୁ ଆକ୍ରମଣ ହୋଇଛି | ଆଜି ଜିଲ୍ଲ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ଜଣେ ଶିକ୍ଷୟତ୍ରୀଙ୍କ ସ୍ଵାମୀ ଆକ୍ରମଣ କରିଥିବା ନେଇ ସୂଚନା ମିଳିଛି। ଆକ୍ରମଣରେ ତାଙ୍କ ନାକରୁ ରକ୍ତସ୍ରାବ ହେଉଛି । ଚିକିତ୍ସା ନିମନ୍ତେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ବଡ଼ ମେଡିକାଲରେ ଭର୍ତି କରାଯାଇଛି। ଟାଉନ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..