ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଅଟୋ ଚାଳକ ମାନେ ବନ୍ଦ ଡାକରା ଦେଇଛନ୍ତି । ବୁଧବାର ଆରମ୍ଭ ହୋଇଛି ଷ୍ଟିଅରିଂ ଛାଡ ଆନ୍ଦୋଳନ । ଡ୍ରାଇଭରମାନଙ୍କ ପାଇଁ ବୀମା ଓ ପେନସନ୍ ସୁବିଧା, ସମାଜିକ ନିରାପତ୍ତା, ରାସ୍ତାକଡରେ ଶୌଚାଳୟ ଓ ବିଶ୍ରାମଗାର ନିର୍ମାଣ ସମେତ ୧୦ଦଫା ଦାବି ନେଇ ଡ୍ରାଇଭର ମହାସଂଘ ଷ୍ଟିଅରିଂ ଛାଡ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଶହ ଶହ ସଂଖ୍ୟାରେ ଡ୍ରାଇଭର ଏହି ଆନ୍ଦୋଳନରେ ସାମିଲ ହୋଇଛନ୍ତି । ଓଡିଶାର ବିଭିନ୍ନ ସ୍ଥାନରେ ଏହି ଆନ୍ଦୋଳନର ପ୍ରଭାବ ଦେଖିବାକୁ ମିଳିଛି । ଗୁରୁବାର ଭୁବନେଶ୍ୱର ସ୍ମାର୍ଟ ସିଟି ଅଟୋ ଅନ୍ଲାଇନ ଅଟୋ ସଙ୍ଘ ତରଫ ରୁ ବନ୍ଦ ଡାକରା ଦିଆଯାଇଛି । ବୁଧବାର ଆନ୍ଦୋଳନରେ ଅଟୋ ଚାଳକଙ୍କୁ ଅପମାନ କରାଯାଇଥିଲା |






More Stories
ସ୍ବର୍ଣ୍ଣ ଜିତିଲେ ମୀରାବାଈ ଚାନୁ…..
ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି……
ସୁଶାନ୍ତଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ,ନବୀନ…..