ରିପୋର୍ଟ କାର୍ଡ / ଭୁବନେଶ୍ୱର
ଜୁନିୟର କଲେଜରେ ଯୁକ୍ତ ୨ ସିଟ୍ ବଢାଇବା ପାଇଁ ମିଳିଛି ଅନୁମତି । ସିଟ୍ ବୃଦ୍ଧି ପାଇଁ ସପ୍ତାହେ ମଧ୍ୟରେ ଆବେଦନ ସାମ୍ସରେ ଅନଲାଇନ୍ ମାଧ୍ୟମରେ ଆବୋଦନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟରେ ଯୁକ୍ତ ୨ ସିଟ୍ ସଂଖ୍ୟା ୪ ଲକ୍ଷ ୪୩ ହଜାର ୩୫୪ ରହିଛି । ହେଲେ ଚଳିତ ବର୍ଷ ମାଟ୍ରିକ ପାସ୍ କରିଛନ୍ତି ୫ ଲକ୍ଷ ୬୨ ହଜାର ୧୦ ଜଣ ଛାତ୍ରଛାତ୍ରୀ । ତେଣୁ ଜୁନିୟର କଲେଜରେ ସିଟ୍ ବୃଦ୍ଧି ଅନୁମତି ମିଳିଛି |






More Stories
ଭାଜପା ଛାଡିଲେ ଶେହଜାଦ ପୁନାୱାଲା…..
ବାପାର ଜୀବନ ନେଲା ପୁଅ…..
ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା: ଜେଲ୍ ଗଲେ ସଂଗ୍ରାମ କେଶରୀ ବେହେରା…..