ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପୁଣି ବଢ଼ିଲା ଆଧାର ଆଉ ପାନ୍ ଲିଙ୍କ୍ର ସମୟସୀମା | କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ଶୁକ୍ରବାର ଦିନ ଆଧାର ସହିତ ପାନ୍ ଲିଙ୍କ୍ର ସମୟ ସୀମାକୁ ମାର୍ଚ୍ଚ ୩୧, ୨୦୨୨ ପର୍ଯ୍ୟନ୍ତ ବଢାଇ ଦେଇଛନ୍ତି। ଆୟକର ବିଭାଗ ସୂଚନା ଦେଇଛି ଯେ କୋଭିଡ-୧୯ ମହାମାରୀ ହେତୁ ସେପ୍ଟେମ୍ବର ୩୦ ପୂର୍ବରୁ ଆଧାର-ପ୍ୟାନ ସଂଯୋଗର ଶେଷ ତାରିଖ ୬ ମାସ ବୃଦ୍ଧି କରାଯାଇଛି। ସରକାର ଚତୁର୍ଥ ଥର ପାଇଁ ଆଧାର-ପାନ୍ ଲିଙ୍କ୍ ସମୟସୀମାକୁ ସଂଶୋଧନ କରିଛନ୍ତି। ଏହାପୂର୍ବରୁ ଜୁଲାଇ ମାସରେ କରୋନା ଦ୍ବିତୀୟ ତରଙ୍ଗ ଯୋଗୁ ସରକାର ଶେଷ ତାରିଖକୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ବୃଦ୍ଧି କରିଥିଲେ।






More Stories
କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର…..
ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ….
ପୁରୀରୁ TMC ବିଧାୟକ ଗିରଫ…..