ରିପୋର୍ଟ କାର୍ଡ / ଭୁବନେଶ୍ୱର
ଶୀତ ଋତୁ ଆସୁଥିବାରୁ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି BMC ପକ୍ଷରୁ କଟକଣା ଜାରିକରଯାଇଛି | ବାହାଘର, ବ୍ରତଘର ଏବଂ ଶୁଦ୍ଧିକ୍ରିୟାରେ ଲୋକସଂଖ୍ୟା ଉପରେ କଟକଣ ଲାଗିଛି | ଏହି ସାମାଜିକ କାର୍ଯ୍ୟରେ ସର୍ବାଧିକ ୫୦ ଜଣଙ୍କୁ ଅନୁମତି ମିଳିବ। ଏସବୁ ପାଇଁ ସ୍ଥାନୀୟ ପ୍ରଶାସନର ଅନୁମତି ବାଧ୍ୟତାମୂଳକ କରାଯାଇଛି । କାର୍ଯ୍ୟକ୍ରମ ଆୟୋଜକ ପ୍ରବେଶ ସ୍ଥାନରେ ଥର୍ମାଲ ସ୍କ୍ରିନିଂ ବ୍ୟବସ୍ଥା ସହିତ, କେବଳ ଖାଇବା ସମୟ ଛଡ଼ା ସମସ୍ତ ଲୋକ ସର୍ବଦା ମାସ୍କ ପିନ୍ଧିବେ। ଗାଇଡଲାଇନ ଉଲ୍ଲଂଘନ ହେଲେ ଆୟୋଜକ ଓ ହଲ୍ ମାଲିକ ଦାୟୀ ରହିବେ | କଟକଣା ଉଲଂଘନ କଲେ ଜରିମନା କରିବ BMC ।






More Stories
ରାସନ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ……
ମୁଖ୍ୟମନ୍ତ୍ରୀ ନେଲେ ଆକ୍ସନ;୪ ନିଲମ୍ବିତ……
ରାଜଧାନୀରେ ଜଳିଗଲା କାର…..