ରିପୋର୍ଟ କାର୍ଡ / ଭୁବନେଶ୍ୱର
ବାହାନଗା ରେଳ ଦୁର୍ଘଟଣାର ୩ ଅଭିଯୁକ୍ତ ସିଗନାଲ ସିନିୟର ସେକ୍ସନ ଇଞ୍ଜିନିୟର ଅରୁଣ ମହନ୍ତ, ସେକ୍ସନ ଇଞ୍ଜିନିୟର ମହମ୍ମଦ ଅମିର ଖାଁ ଓ ଟେକ୍ସିସିଆନ ପପୁ କୁମାର ପୁଣିଥରେ ରିମାଣ୍ଡରେ ଯାଇଛନ୍ତି। କମିଶନର ଅଫ୍ ରେଲୱେ ସେଫ୍ଟିଙ୍କ ରିପୋର୍ଟ ଅନୁଯାୟୀ ପୂର୍ବରୁ ପୂର୍ବରୁ ୫ ଦିନିଆ ରିମାଣ୍ଡରେ ଆଣି ଜେରା କରିଥିଲା। ଅନ୍ୟପକ୍ଷରେ ଷ୍ଟେସନ ମାଷ୍ଟରଙ୍କୁ ହାଜର ପାଇଁ ସମନ ଜାରି ହୋଇଥିଲେ ବି ସେ ସିବିଆଇ ନିକଟରେ ହାଜର ହୋଇନଥିବା ଜଣାପଡିଛି |






More Stories
ମା’ଙ୍କୁ ମାରି ପ୍ଲାଷ୍ଟର କରିଦେଲା ପୁଅ !…..
ଟାଣି ନେଲା କୁମ୍ଭୀର…..
ବଢ଼ିଲା ସୌରିନ୍ ଭଟ୍ଟଙ୍କ ଅଡୁଆ…..