ରିପୋର୍ଟ କାର୍ଡ / ଭୁବନେଶ୍ୱର
ବାଲେଶ୍ବର ବାହାନଗା ପରିଦର୍ଶନରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଆସିଛନ୍ତି। ଏହି ଅବସରରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ବାହାନଗାରେ ବିକାଶ ପାଇଁ ୨ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି। କେନ୍ଦ୍ର ରେଳମନ୍ତ୍ରୀ କହିଛନ୍ତି ଯେ ବାହାନଗାର ବିକାଶ ପାଇଁ ସାଂସଦ ପାଣ୍ଠିରୁ ୧ କୋଟି ପ୍ରଦାନ କରାଯିବ। ସେହିପରି ବାହାନଗା ମେଡ଼ିକାଲର ଉନ୍ନତି ପାଇଁ ରେଲୱେ ପାଣ୍ଠିରୁ ୧ କୋଟି ଦିଆଯିବ। ବାହାନଗା ରେଳ ଦୁର୍ଘଟଣାରେ ସାହାଯ୍ୟ କରିଥିବା ଲୋକଙ୍କୁ ଧନ୍ୟବାଦ ଜଣାଉଛି ବୋଲି ଶ୍ରୀ ବୈଷ୍ଣବ ପ୍ରକାଶ କରିଛନ୍ତି।






More Stories
ଆଉ ଖୋଲାରେ ମିଳିବନି ଗ୍ୟାସ୍……
ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ: SC-ST-OBC ଙ୍କୁ ମିଳିବ…..
ସଚିବସ୍ତରୀୟ ବୈଠକ ଅନୁଷ୍ଠିତ:ଏକୀକୃତ ବ୍ୟବସ୍ଥାକୁ ଆଣିବାକୁ ପରାମର୍ଶ….