ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଳୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ଙ୍କୁ ଜାମିନ ମିଳିଛି । ଦିଲ୍ଲୀର ରାଉସ୍ ଆଭେନ୍ୟୁ କୋର୍ଟ କେଜ୍ରିୱାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ୧୫ ହଜାର ଟଙ୍କା ମୁଚାଲିକାରେ କେଜ୍ରିୱାଲଙ୍କୁ ଜାମିନ ମଞ୍ଜୁର କରିଛନ୍ତି କୋର୍ଟ। ଶୁକ୍ରବାର ତାଙ୍କୁ ସମନ ହୋଇଥିଲା, ଯାହାକୁ ଚ୍ୟାଲେଞ୍ଜ କରିବା ସହ ଜାମିନ ଆବେଦନ କରିଥିଲେ କେଜ୍ରିୱାଲ। ତାଙ୍କ ଜାମିନ ଆବେଦନକୁ କୋର୍ଟ ମଞ୍ଜୁରୀ ଦେଇଛନ୍ତି।






More Stories
ଅସ୍ତ୍ର ବିରତି ସତ୍ତ୍ବେ ଇସ୍ରାଏଲର ଆକ୍ରମଣ ଜାରି….
ଆଜି ଆସାମ,କେରଳ ଓ ପୁଡୁଚେରୀ ନିର୍ବାଚନ…..
ମୋହସିନା କିଦୱାଇଙ୍କ ପରଲୋକ…..