ରିପୋର୍ଟ କାର୍ଡ / କଟକ
ଅର୍ଚ୍ଚନା ନାଗଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରାଙ୍କ ଆଗୁଆ ଜାମିନ ଆବେଦନ ଖାରଜ ହୋଇଛି । ହାଇକୋର୍ଟରେ ଜାମିନ ଆବେଦନ କରିଥିଲେ ଶ୍ରଦ୍ଧାଞ୍ଜଳି । ସମନ ଅନୁଯାୟୀ ଆସନ୍ତା ୨୪ ତାରିଖରେ ତାଙ୍କୁ କୋର୍ଟରେ ହାଜର ହେବାକୁ ପଡ଼ିବ ବୋଲି ସ୍ପଷ୍ଟ ହୋଇଛି। ଏବେ ଯାଏଁ ଶ୍ରଦ୍ଧାଞ୍ଜଳି ଫେରାର ଅଛନ୍ତି । ଅର୍ଚ୍ଚନା ନାଗ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ଧାଞ୍ଜଳି ବେହେରାଙ୍କୁ ଅନ୍ୟତମ ଅଭିଯୁକ୍ତ ଦର୍ଶାଇବା ହେତୁ ହାଇକୋର୍ଟ ଆଗୁଆ ଜାମିନ ଆବେଦନ ଖାରଜ କରିଥିବା ଜଣାପଡିଛି |
More Stories
ବିଜେପିର ଷ୍ଟାର ପ୍ରଚାରକ ତାଲିକାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ…..
ବାତ୍ୟା ସମ୍ପର୍କରେ ରାଜ୍ୟ ସରକାର ଶ୍ୱେତପତ୍ର ଜାରି କରନ୍ତୁ:ବିଜେଡି…..
ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ କାର୍ଯ୍ୟକ୍ରମ ସ୍ଥଗିତ…..