ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେଡିରୁ ଇସ୍ତଫା ଦେଇଛନ୍ତି ପୂର୍ବତନ ବିଧାୟକ ବଳଭଦ୍ର ମାଝୀ। ଦଳରେ ଅବହେଳା ଅଭିଯୋଗ କରି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ବୋଲି ସେ ତାଙ୍କର ଚିଠିରେ ଉଲ୍ଲେଖ କରିଛନ୍ତି। କିଛି ଦିନ ତଳେ ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକାରିତାକୁ ନେଇ ପ୍ରଶ୍ନ ଉଠାଇଥିଲେ ନବରଙ୍ଗପୁରରେ ପୂର୍ବତନ ସାଂସଦ ତଥା ବିଜେଡି ନେତା ବଳଭଦ୍ର ମାଝୀ। ରାଜ୍ୟ ସରକାରଙ୍କ ୫-ଟି ଭାବେ ନୂଆରେ ସେକ୍ରେଟାରୀ ସ୍ତରୀୟ ଟିମ୍ ଗଠନକୁ ନେଇ ପୂର୍ବତନ ସାଂସଦ ବଳଭଦ୍ର ମାଝୀ କଟାକ୍ଷ କରିଥିଲେ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..